Masthead

+୨ ମୂଲ୍ୟାୟନ କିପରି ହେବ ପଦ୍ଧତି ଘୋଷଣା କଲେ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): +୨ ମୂଲ୍ୟାୟନ କିପରି ହେବ ପଦ୍ଧତି ଘୋଷଣା କଲେ ସରକାର । ରେଗୁଲାର ପରୀକ୍ଷାର୍ଥୀଙ୍କ ଦଶମ ମାର୍କ ଆଧାରରେ ହେବ ମାର୍କିଂ । ଥିଓରୀ ପେପରରେ ମାଟ୍ରିକ ମାର୍କ ହେବ ଆଧାର । ଏକ୍ସ ରେଗୁରାଲ ପିଲାଙ୍କ ଥିଓରୀ ପଇଁ ଫର୍ମୁଲା । ଗତ ସିଏଚଏସଇ ପରୀକ୍ଷା ମାର୍କ ହେବ ଆଧାର । ସ୍କୁଲ ପକ୍ଷରୁ ଦିଆଯିବ ପ୍ରାକ୍ଟିକାଲ ମାର୍କ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ପରେ ପରୀକ୍ଷା ଦେଇପାରିବେ । ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଆସିବ ଯୁକ୍ତ ୨ ଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା