Masthead

ରାଜ୍ୟରେ ସରକାର ପ୍ରଚ୍ଛଦପଟରୁ ଚାଲିଛି: ପୃଥ୍ୱୀରାଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସରକାର ପ୍ରଚ୍ଛଦପଟରୁ ଚାଲିଛି କହିଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ପୂର୍ବତନ ମୁଖ୍ୟ ଶାସନ ସଚିବ କଂଗ୍ରେସରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଉପରେ ଦେଇଥିବା ମନ୍ତବ୍ୟ ପ୍ରସଙ୍ଗକୁ ସମର୍ଥନ କରି ନିଜର ପ୍ରତିକି୍ରୟା ରଖିଛନ୍ତି । କହିଛନ୍ତି, ବିଜୟ ପଟ୍ଟନାୟକ ଯାହା କହିଛନ୍ତି ତାର ସତ୍ୟତା ଆମେ ପାରିଲିକ୍ଷିତ କରୁଛୁ । ଆଜି ରାଜ୍ୟର ଶାସନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ ଚଳାଉ ନାହାନ୍ତି, କିଏ ଚଳାଉଛି କେମିତି ଚଳାଉଛି ଏବଂ ଚାବି କାହା ପାଖରେ ଅଛି ଏ ପ୍ରଶ୍ନର ଉତ୍ତର ବିଜୁ ଜନତା ଦଳ ପାଖରେ ନାହିଁ କି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ ନାହିଁ । ସରକାର ପ୍ରଚ୍ଛଦପଟରୁ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି