Masthead

ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀ ବାର୍ଷିକ ପରୀକ୍ଷା ଦିଅନ୍ତୁ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ବାର୍ଷିକ ପରୀକ୍ଷା ଦିଅନ୍ତୁ। ସରକାର ମଧ୍ୟ ପ୍ରସ୍ତୁତ ଅଛନ୍ତି। କିନ୍ତୁ କରୋନା ପାଇଁ ଏପ୍ରିଲ ୩୦ ଯାଏ ବନ୍ଦ ରହିଛି ପାଠ ପଢା। ନବମ ଶ୍ରେଣୀର କୋର୍ସ ପ୍ରାୟତଃ ଶେଷ ହୋଇଯାଇଛି। ସବୁ କୋର୍ସ ସରିନି। ୩୦ ପରେ ଦ୍ୱିତୀୟ ଲହରର ସ୍ଥିତି ଦେଖି ପରୀକ୍ଷା ନିଷ୍ପତ୍ତି ନିଆଯିବ।

ପରୀକ୍ଷା ପୂର୍ବରୁ କିମ୍ବା ପରୀକ୍ଷା ଦେଉଥିବା ସମୟରେ ଛାତ୍ରଛାତ୍ରୀ କୋଭିଡ ଆକ୍ରାନ୍ତ ହେଲେ ସେମାନଙ୍କୁ ବିକଳ୍ପ ବ୍ୟବସ୍ଥା ଜରିଆରେ ମାର୍କ ଦେବାକୁ ସିବିଏସଇ ନିଷ୍ପତ୍ତି ନେଇଛି। ମହାମାରୀ ସମୟରେ ଛାତ୍ରଛାତ୍ରୀଙ୍କର ଯେପରି ଗୋଟିଏ ବର୍ଷ ନଷ୍ଟ ନହୁଏ ସେଥିଲାଗି ଏହି ପଦକ୍ଷେପ ନେଇଛି ସିବିଏସଇ। ଆମେ ଏହାକୁ ଅନୁଧ୍ୟାନ କରିବୁ। ଛାତ୍ର ଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ। ଇଡବ୍ଲୁଏସ କୋଟା ୱେବ୍ସାଇଟରେ ଏଯାଏ କିଛି ଘରୋଇ ସ୍କୁଲ ପଞ୍ଜିକରଣ କରିନାହାନ୍ତି। ସେଥିଲାଗି ସ୍କୁଲ ପଞ୍ଜିକରଣ ଅବଧିକୁ ଏପ୍ରିଲ ୨୩ ଯାଏ ବଢ଼ାଗଲା। ସେହିକ୍ରମରେ ଆର୍ଥିକ ଅନଗ୍ରସର ଵର୍ଗ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ତାରିଖ ଏପ୍ରିଲ ୩୦କୁ ବୃଦ୍ଧି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି