Masthead

ଦିବ୍ୟାଙ୍ଗଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ

ବିଂଝାରପୁର (ବଡ଼ ଖବର ବ୍ୟୁରୋ): ଦିବ୍ୟାଙ୍ଗ ସୁବ୍ରତଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ । ଏଭଳି ଚିତ୍ର ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ଦାଣ୍ଡି ସାହି ଗ୍ରାମରେ। ଗ୍ରାମର ସୁବାଷ ଚନ୍ଦ୍ର ଜେନାଙ୍କ ପୁଅ ଜନ୍ମରୁ ଦିବ୍ୟାଙ୍ଗ।

ନିଜର ସମସ୍ତ କାର୍ଯ୍ୟ ପାଇଁ ସେ ବାପା, ମା’ଙ୍କ ଉପରେ ନିର୍ଭରଶୀଳ। ଅପରପକ୍ଷରେ ସୁବ୍ରତଙ୍କ ପାଇଁ ସରକାରୀ ଯୋଜନା କେବଳ ୭୦୦ ଟଙ୍କା ମାସିକ ଭତାରେ ଅଟକି ଯାଇଛି। ସ୍ଥାନୀୟ ପ୍ରଶାସନ କୁ ଏ ବିଷୟରେ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା