Masthead

ଦିବ୍ୟାଙ୍ଗଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ

ବିଂଝାରପୁର (ବଡ଼ ଖବର ବ୍ୟୁରୋ): ଦିବ୍ୟାଙ୍ଗ ସୁବ୍ରତଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ । ଏଭଳି ଚିତ୍ର ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ଦାଣ୍ଡି ସାହି ଗ୍ରାମରେ। ଗ୍ରାମର ସୁବାଷ ଚନ୍ଦ୍ର ଜେନାଙ୍କ ପୁଅ ଜନ୍ମରୁ ଦିବ୍ୟାଙ୍ଗ।

ନିଜର ସମସ୍ତ କାର୍ଯ୍ୟ ପାଇଁ ସେ ବାପା, ମା’ଙ୍କ ଉପରେ ନିର୍ଭରଶୀଳ। ଅପରପକ୍ଷରେ ସୁବ୍ରତଙ୍କ ପାଇଁ ସରକାରୀ ଯୋଜନା କେବଳ ୭୦୦ ଟଙ୍କା ମାସିକ ଭତାରେ ଅଟକି ଯାଇଛି। ସ୍ଥାନୀୟ ପ୍ରଶାସନ କୁ ଏ ବିଷୟରେ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ