Masthead

ସରକାରୀ ବାବୁଙ୍କ ଭିଡିଓ ଭାଇରାଲ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଲାଞ୍ଚ ନେଲାବେଳେ ସରକାରୀ ବାବୁଙ୍କ ଭିଡିଓ ଭାଇରାଲ ହୋଇଛି । ସରକାରୀ ବାବୁଙ୍କ ନାଁରେ ସାଂଘାତିକ ଅଭିଯୋଗ । ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥି ଆସିକାର ଜଣେ ମହିଳା ଡ୍ରଗ ଲାଇସେନ୍ସ କରିବା ନିମନ୍ତେ ଲାଞ୍ଚ ନେଇଥିଲେ । କାର୍ଯ୍ୟ ନ ହେବା ଯୋଗୁଁ କିଛି ଟଙ୍କା ଫେରାଇ ଦେଇଥିଲେ । ବକେୟା ଟଙ୍କା ଫେରାଇ ନଥିବା ଯୋଗୁଁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଯୁକ୍ତିତର୍କର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଘଟଣା ପରେ ଜିଲ୍ଲାପାଳ ଏହାର ତଦନ୍ତ କରିଛନ୍ତି । ତଦନ୍ତ ଭାର ଭିଜିଲାନ୍ସକୁ ଦେଇଥିବା ଫୋନ ଯୋଗେ ଜିଲ୍ଲାପାଳ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ