Masthead

ସରକାରୀ ବାବୁଙ୍କ ଭିଡିଓ ଭାଇରାଲ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଲାଞ୍ଚ ନେଲାବେଳେ ସରକାରୀ ବାବୁଙ୍କ ଭିଡିଓ ଭାଇରାଲ ହୋଇଛି । ସରକାରୀ ବାବୁଙ୍କ ନାଁରେ ସାଂଘାତିକ ଅଭିଯୋଗ । ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥି ଆସିକାର ଜଣେ ମହିଳା ଡ୍ରଗ ଲାଇସେନ୍ସ କରିବା ନିମନ୍ତେ ଲାଞ୍ଚ ନେଇଥିଲେ । କାର୍ଯ୍ୟ ନ ହେବା ଯୋଗୁଁ କିଛି ଟଙ୍କା ଫେରାଇ ଦେଇଥିଲେ । ବକେୟା ଟଙ୍କା ଫେରାଇ ନଥିବା ଯୋଗୁଁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଯୁକ୍ତିତର୍କର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଘଟଣା ପରେ ଜିଲ୍ଲାପାଳ ଏହାର ତଦନ୍ତ କରିଛନ୍ତି । ତଦନ୍ତ ଭାର ଭିଜିଲାନ୍ସକୁ ଦେଇଥିବା ଫୋନ ଯୋଗେ ଜିଲ୍ଲାପାଳ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ