Masthead

ଆଉ ୩ବର୍ଷ ରହିବେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର

(ବଡ଼ ଖବର ବ୍ୟୁରୋ):  ବଢିଲା ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କ କାର୍ଯ୍ୟକାଳ । ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ବଢିବା ନେଇ ଜଣାପଡିଛି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଶକ୍ତିକାନ୍ତ ଦାସ ନିଜ ପଦରେ ରହିବେ । ତେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଭାବେ ଶକ୍ତିକାନ୍ତ ଦାସଙ୍କ ପୁନଃନିଯୁକ୍ତିକୁ ଆସନ୍ତା ଡିସେମ୍ବର ୧୦ ତାରିଖରୁ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ନଚେତ ଆଗାମୀ ଆଦେଶ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ।

ତେବେ ବିଜେପି ଶାସନ ଅମଳରେ ଶକ୍ତିକାନ୍ତଙ୍କ ପୂର୍ବରୁ ଅନ୍ୟ କୌଣସି ଗଭର୍ଣ୍ଣରଙ୍କୁ ଏପରି ସୁଯୋଗ ମିଳି ନାହିଁ । ଏମିତିକି କିଏ ନିଜ ପଦରୁ ଇସ୍ତଫା ଦେଇ ଦେଇଛି ତ କିଏ ଗଭର୍ଣ୍ଣର ପଦ ଛାଡି ନିଜ ପ୍ରଫେସନକୁ ଫେରି ଯାଇଛି । ଗତ ୨୦୧୮ ଡିସେମ୍ବର ୧୧ ତାରିଖରେ ତାଙ୍କୁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ