Masthead

ଆଉ ୩ବର୍ଷ ରହିବେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର

(ବଡ଼ ଖବର ବ୍ୟୁରୋ):  ବଢିଲା ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କ କାର୍ଯ୍ୟକାଳ । ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ବଢିବା ନେଇ ଜଣାପଡିଛି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଶକ୍ତିକାନ୍ତ ଦାସ ନିଜ ପଦରେ ରହିବେ । ତେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଭାବେ ଶକ୍ତିକାନ୍ତ ଦାସଙ୍କ ପୁନଃନିଯୁକ୍ତିକୁ ଆସନ୍ତା ଡିସେମ୍ବର ୧୦ ତାରିଖରୁ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ନଚେତ ଆଗାମୀ ଆଦେଶ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ।

ତେବେ ବିଜେପି ଶାସନ ଅମଳରେ ଶକ୍ତିକାନ୍ତଙ୍କ ପୂର୍ବରୁ ଅନ୍ୟ କୌଣସି ଗଭର୍ଣ୍ଣରଙ୍କୁ ଏପରି ସୁଯୋଗ ମିଳି ନାହିଁ । ଏମିତିକି କିଏ ନିଜ ପଦରୁ ଇସ୍ତଫା ଦେଇ ଦେଇଛି ତ କିଏ ଗଭର୍ଣ୍ଣର ପଦ ଛାଡି ନିଜ ପ୍ରଫେସନକୁ ଫେରି ଯାଇଛି । ଗତ ୨୦୧୮ ଡିସେମ୍ବର ୧୧ ତାରିଖରେ ତାଙ୍କୁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ