Masthead

ଫରିଲେ ରାଜ୍ୟପାଳ, ପୁଣି ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୨ ବଦଳ ଆଜି ଫେରିବେ ରାଜ୍ୟପାଳ । ଯାହାକୁ ନେଇ ପୁଣି ବଢିଲା ମନ୍ତ୍ରିମଣ୍ଡଳ ଚର୍ଚ୍ଚା । ଛୁଟି ସରିବା ପୂର୍ବରୁ ଓଡ଼ିଶା ଫେରିଲେ ରାଜ୍ୟପାଳ । ରାଜ୍ୟପାଳଙ୍କ ଗସ୍ତ କାର୍ଯ୍ୟସୂଚରେ ହଠାତ ପରିବର୍ତ୍ତନ । ଓଡିଶା ଆସୁଛନ୍ତି ରାଜ୍ୟପାଳ । ପୂର୍ବରୁ ୨୨ ତାରିଖରେ ରାଜ୍ୟପାଳଙ୍କ ଫେରିବା କାର୍ଯ୍ୟକ୍ରମ ରହିଥିଲା । ରାଜ୍ୟପାଳଙ୍କ ଫେରିବା ପ୍ରସଙ୍ଗ ଭିତରେ ପୁଣି ଥରେ ମନ୍ତ୍ରିମଣ୍ଡଳ ଅଦଳ ବଦଳ ଚର୍ଚ୍ଚା ଜୋର ଧରିଛି । ମନ୍ତ୍ରିମଣ୍ଡଳରେ କିଏ ପାଇବ ସ୍ଥାନ ତାକୁ ନେଇ ବିଜେଡିର ଜୋରଦାର ମାନସ ମନ୍ଥନ । ରେସରେ ଥିବା କିଛି ନେତା ଆଜି ଦୁବାଇରୁ ଫେରୁଥିବା ସୂଚନା । ଯେ କୌଣସି ମୁହୂର୍ତ୍ତରେ ହୋଇପାରେ ବଡ଼ ଧରଣର ରାଜନୈତିକ ହଟଚମଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ