Masthead

ଶପଥ ନେବେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ ରଘୁବର । ସକାଳ ୧୦ ଟାରେ ଲିଙ୍ଗରାଜଙ୍କ ଦର୍ଶନ ପରେ ରାଜ୍ୟପାଳ ଭାବେ ଶପଥ ନେବେ । ଦିନ ୧୧ ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରଘୁବର।

ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। କେନ୍ଦ୍ର ସରକାରଙ୍କ ବିକାଶର ଯୋଜନା କିପରି ତୃଣମୂଳ ସ୍ତରରେ ସାଧାରଣ ଲୋକଙ୍କ ପାଖରେ ପଂହଚିପାରିବ, ସେ ନେଇ ଗୁରୁତ୍ୱ ରହିବ ବୋଲି ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ । ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ରାଜଭବନରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି