Masthead

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ରାଜ୍ୟପାଳ । ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ଚିଠି ଉଲ୍ଲେଖ । ଯୋରନ୍ଦା ବୃଦ୍ଧାଶ୍ରମ, ବାଜିରାଉତ ଛାତ୍ରାବାସର ସମସ୍ୟାକୁ ନେଇ ଚିଠି ଲେଖିଲେ ରାଜ୍ୟପାଳ । ତାଳଚେର କନ୍ଧବେରିଣୀ ଗାଁର ଜଳସ୍ତର ହ୍ରାସକୁ ନେଇ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି । ୨ ଜିଲ୍ଲା ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଥିଲେ ରାଜ୍ୟପାଳ । ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ