Masthead

ବଦଳିଲେ ୮ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୮ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ । ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । କର୍ଣ୍ଣାଟକ ରାଜ୍ୟପାଳ ହେଲେ ଥାୱରଚନ୍ଦ ଗେହଲଟ, ମିଜୋରାମ ରାଜ୍ୟପାଳ ହେଲେ ହରିବାବୁ କମ୍ଭଂପତି, ମଙ୍ଗୁଭାଇ ଛଗନଭାଇ ପଟେଲ ହେଲେ ମଧ୍ୟପ୍ରଦେଶ ରାଜ୍ୟପାଳ, ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ହେଲେ ହିମାଚଳ ପ୍ରଦେଶ ରାଜ୍ୟପାଳ, ଶ୍ରୀଧରନ ପିଲାଇ ହେଲେ ଗୋଆ ରାଜ୍ୟପାଳ ।

ସତ୍ୟଦେବ ନାରାୟଣ ଆର୍ଯ୍ୟ ହେଲେ ତ୍ରିପୁରା ରାଜ୍ୟପାଳ, ରମେଶ ବୈଶ ହେଲେ ଝାଡ଼ଖଣ୍ଡ ରାଜ୍ୟପାଳ, ବନ୍ଦାରୁ ଦତ୍ତାତ୍ରେୟ ହେଲେ ହରିୟାଣା ରାଜ୍ୟପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ