Masthead

ଆଜିଠୁ ମହା ଟିକାକରଣ ଅଭିଯାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ମହା ଟିକାକରଣ ଅଭିଯାନ । କ୍ୟାମ୍ପେନ ମୋଡରେ ହେବ ଟିକାକରଣ । ଦିନକୁ ୩ଲକ୍ଷ ଟିକାକରଣ କରାଯିବ । ପଞ୍ଜିକରଣ ନକରି ସିଧାସଳଖ ଟିକାକରଣ କେନ୍ଦ୍ରକୁ ଆସି ଟିକା ନେଇପାରିବେ । ୧୮-୪୪ ବର୍ଗଙ୍କ ପାଇଁ ଟିକା ଯୋଗାଇ ଦିଆଯିବ । ରାଜ୍ୟରେ ୧୮-୪୪ ବର୍ଗର ୩.୦୯ କୋଟି ଲୋକ ଅଛନ୍ତି । ୫୬.୧୮ କୋଟି ଡୋଜ ଟିକା ଆବଶ୍ୟକ ।

ଚଳିତ ବର୍ଷ ଜାନୁଆରୀ ୧୬ରୁ ଆରମ୍ଭ ହୋଇଛି ଟିକାକରଣ ଅଭିଯାନ । ରାଜ୍ୟରେ ୯୬ଲକ୍ଷ ୭୭ହଜାର ୫୯୨ ଡୋଜ ଟିକା ଦିଆସରିଛି । ପ୍ରତ୍ୟେକ ବ୍ଲକ ଓ ଏନ୍ଏସିରେ ୫ଟି ଲେଖାଏଁ ଟିକାକରଣ ଅଧିବେଶନ ଆୟୋଜିତ କରାଯିବ । ମୁନିସପାଲିଟିରେ ୧୦ ଓ ମହାନଗର ନିଗମରେ ୨୦ଟି ଅଧିବେଶନ ଆୟୋଜିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା