ନଭେମ୍ବର ୪ ଏବଂ ୧୧ରେ ବନ୍ଦ ରହିବ ଗ୍ରିଭାନ୍ସ ସେଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ନଭେମ୍ବର ୪ ଏବଂ ୧୧ ତାରିଖ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ୟୁନିଟ୍-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସରକାରୀ ଓ ବ୍ୟକ୍ତିଗତ କାର୍ଯ୍ୟ ପାଇଁ ଏହି ଦୁଇ ଦିନ ବନ୍ଦ ରହିବ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ