Masthead

ସାଇକେଲରେ ଗଲେ ବର

ଗାଜିଆବାଦ (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିଛି କରୋନା ସଂକ୍ରମଣ । ଉପରମୁହାଁ କରୋନା ଗ୍ରାଫ । କରୋନା କଟକଣା ମାନି ନିରାଡ଼ମ୍ବର ଭାବେ ସମ୍ପର୍ଣ୍ଣ ହୋଇଛି ବିବାହ । କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଉତ୍ତରପ୍ରଦେଶ ପ୍ରତାପଗଡ଼ ଜିଲ୍ଲାର ବିନୟ କୁମାର ।

ବର ବେଶ ସାଜି ମାସ୍କ ପିନ୍ଧି ନିଜେ ସାଇକେଲ ଚଲାଇ କନ୍ୟା ଘରକୁ ଯାଇଥିଲେ । ସାଙ୍ଗରେ ଥିଲେ ୩ ରୁ ୪ ବରଯାତ୍ରୀ । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏବଂ ପରିବେଶ ପ୍ରଦୂଷଣ ରୋକିବା ପାଇଁ ସେ ଏଭଳି ଢଙ୍ଗରେ ବିବାହ କରିଛନ୍ତି । ଏଥି ସହିତ ମଧ୍ୟ ସମାଜକୁ ଏକ ସଚେତନତା ବାର୍ତ୍ତା ମଧ୍ୟ ଦେଇଛନ୍ତି । ବିନୟଙ୍କ ଏଭଳି ପ୍ରୟାସକୁ ବିପୁଳ ପ୍ରୟାସ ମିଳିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ