Masthead

ଜୁନରେ ହେବ ମେଟ୍ରୋ ଟ୍ରେନର ଶିଳାନ୍ୟାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନରେ ଭୁବନେଶ୍ୱର ମେଟ୍ରୋ ଟ୍ରେନର ଶିଳାନ୍ୟାସ । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ନଗର ଉନ୍ନୟନ ସଚିବ ଜି ମାଥିଭାଥନନ୍ ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି । ଭୁବନେଶ୍ୱର –କଟକ ପାଇଁ ଡିପିଆର୍ ପ୍ରସ୍ତୁତ , ସର୍ଭେ ସରିଥିବା କହିଛନ୍ତି ସଚିବ । ଓଡିଶାରେ ଗଡିବାକୁଥିବା ମେଟ୍ରୋ ଟ୍ରେନ ଶିଳାନ୍ୟାସ ହେବାର ୩ବର୍ଷ ମଧ୍ୟରେ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପ୍ରର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୫ କିଲୋମିଟର ଟ୍ରଙ୍କ ରୁଟ ପାଇଁ ୪୫୦ ଟି ଖମ୍ବ ଠିଆ କରାଯିବାର ଅଛି । ଏଥିପାଇଁ ୮୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପରବତ୍ତୀ ସମୟରେ ଭୁବନେଶ୍ୱରର ୪ଦିଗ ସହିତ ସଂଯୋଗ କରାଯିବ । ଏହି ପ୍ରକଳ୍ପ ପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଉଛି । ପ୍ରତି ୫୦ ମିଟର ମଧ୍ୟରେ ଗୋଟିଏ ଲେଖାଏଁ ପିଲର ନିର୍ମାଣ ହେବ । ପ୍ରଥମ ପର୍ଯ୍ୟୟରେ ଟ୍ରଙ୍କ ରୁଟରେ ୭ରୁ ୮ ମେଟ୍ରୋ ଷ୍ଟେସନ୍ ତିଆରି କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ