Masthead

ଧରା ପଡ଼ିଲା ବନ୍ଧୁକ ବେପାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନୂଆ କୌଶଳରେ ଆରମ୍ଭ ହୋଇଛି ବନ୍ଧୁକ କାରବାର। ଫେରିବାଲା ଭଳି ଘର ଘର ବୁଲି ବିକ୍ରି କରୁଛନ୍ତି ବନ୍ଧୁକ। ଫେରିବାଲା ଆଳରେ ଅପରାଧୀଙ୍କୁ ବନ୍ଧୁକ ଯୋଗାଇ ଦେଉଥିବା କମିଶନରେଟ ପୁଲିସକୁ ସୂଚନା ମିଳିଛି ।

ତେବେ ଏହି ଘଟଣାରେ ପୋଲିସ ଚଢ଼ାଉ କରି ବନ୍ଧୁକ ବେପାରୀକୁ ଗିରଫ କରିବା ସହ ତା ପାଖରୁ ୨ଟି ବନ୍ଧୁକ ଓ ୧୦ଟି ଅଫୁଟା ଗୁଳି ଜବତ କରିଛି । ତେବେ ଅଭିଯୁକ୍ତ ପଶ୍ଚିମବଙ୍ଗର ମେଦିନପୁର ଗେଟୁଆ ଅଞ୍ଚଳର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ