Masthead

ମାଟିତଳୁ ଯୁବତୀଙ୍କ ଅର୍ଦ୍ଧନଗ୍ନ ମୃତଦେହ ଉଦ୍ଧାର, ହତ୍ୟାକୁ ନେଇ ବଢୁଛି ସନ୍ଦେହ

ଶେରଗଡ଼ (ବଡ଼ ଖବର ବ୍ୟୁରୋ): ଗଂଜାମ ଜିଲ୍ଲା ହିଂଜିଳି ଥାନା ମହୁଲପଲି ଦଣ୍ଡାଶି ପଡିଅ। ମାଟିତଳୁ ଏକ ଅର୍ଦ୍ଧନଗ୍ନ ଯୁବତୀର ମୃତଦେହ ଉଦ୍ଧାର କରିଛି ପୋଲିସ ପ୍ରଶାସନ । ଯୁବତୀଙ୍କ ପରିଚୟ ଏଯାବତ ଜଣାପଡିନଥିବା ବେଳେ କେହି ବ୍ୟକ୍ତି ହତ୍ୟା କରି ପୋତି ଦେଇଥିବା ପୋଲିସ ଅନୁମାନ କରୁଛି । ମୃତ ଦେହ ଉପରେ ଲୁଣ ପକାଇ ପୋତାଯାଇଥିବା ମଧ୍ୟ ସୂଚନା ମିଳିଛି । ପୋଲିସ ମୃତ ଦେହକୁ ଉଦ୍ଧାର କରି ଘଟନାର ତଦନ୍ତ ଆରମ୍ଭ କରିଥିବା ବେଳେ ଏହି ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି