Masthead

ହୋଟେଲରୁ ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ); ଚନ୍ଦନେଶ୍ଵର ସୀତା ହୋଟେଲରେ ପଶ୍ଚିମବଙ୍ଗ ପର‌୍ୟ୍ୟଟକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଦୁଇ ଦିନ ଧରି ୧୦୧ ନମ୍ବର ରୁମରେ ରହୁଥିଲେ ମେଦିନୀପୁରର ବିବେକ ନାଗ । ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ ହୋଟେଲ୍ କର୍ମଚାରୀ ।

ହୋଟେଲରେ ତାଳସାରି ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ।ସୂଚନା ଅନୁଯୟୀ ବାଲେଶ୍ଵର ଜିଲ୍ଲା ଚନ୍ଦନେଶ୍ଵର ସୀତା ହୋଟେଲ ରେ ଦୁଇ ଦିନ ଧରି ପଶ୍ଚିମବଙ୍ଗ ମେଦିନୀ ପୁର ଅଞ୍ଚଳର ବିବେକ ନାଗ ରହି ଆସୁଥିଲେ। କିନ୍ତୁ ଆଜି ସକାଳୁ ଦୁର୍ଗନ୍ଧ ହେବାରୁ ହୋଟେଲ୍ କର୍ମଚାରୀ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ତାଳସାରି ପୋଲିସ ଏଡିଶନାଲ ତହସିଲଦାର ପହଞ୍ଚିଛନ୍ତି । ପାରିପାଶ୍ୱିର୍କ ସ୍ଥିତିରୁ ହତ୍ୟା କରାଯାଇଥିବା ସଂଦେହ କରାଯାଉଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ କରୁଛି ପୋଲିସ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ