Masthead

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋରଡା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଥାନା ମୁଜାଗଡ ଗ୍ରାମର ଜଙ୍ଗଲ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ମୁଜାଗଡ ଗ୍ରାମର ରବିନ୍ଦ୍ର ବେହେରା । ତାଙ୍କ ବୟସ ପାଖାପାଖି ୩୫ ହେବ । ରବିନ୍ଦ୍ର ଗତକାଲି ଗ୍ରାମରେ ଥିଲେ କିନ୍ତୁ ଆଜି ଜଙ୍ଗଲ ମଧ୍ୟରେ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି ।ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା