Masthead

ଆତ୍ମସମର୍ପଣ କଲେ ହାଡକୋର ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଆତ୍ମସମର୍ପଣ କଲେ ୨ ହାଡକୋର ମାଓବାଦୀ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି । ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ଜଣେ ମହିଳା ଥିବା ସୂଚନା ମିଳିଛି । ଆତ୍ମସମର୍ପଣକାରୀ ହେଲେ ସବିତା ଓ ରାଇଧର ।

ସବିତା ନାଁରେ ୨ ଲକ୍ଷ ପୁରସ୍କାର ରାଶି ଏବଂ ରାଇଧରଙ୍କ ନାଁରେ ୧ ଲକ୍ଷ ପୁରସ୍କାର ରାଶି ଥିଲା । କରୋନା ଭୟରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ସେପଟେ ମାଓ କ୍ୟାମ୍ପରେ ଅନେକ ସଂକ୍ରମିତ ଥିବା ଆତ୍ମସମର୍ପଣକାରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା