Masthead

ଦେଶରେ ବଢ଼ୁଛି ସୁସ୍ଥତା ହାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କୋଭିଡସ୍ଥିତି ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା । ଦେଶରେ ସୁସ୍ଥତା ହାର ୯୭.୨ପ୍ରତିଶତ ବଢିଛି । ଗତ ସପ୍ତାହକ ମଧ୍ୟରେ ୮% ସଂକ୍ରମଣ ହ୍ରାସ ପାଇଛି । ୯୦ଜିଲ୍ଲାରେ ୮୦% ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମୁଥିବା ବେଳେ କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସାରା ଦେଶରେ ଦ୍ୱିତୀୟ ଲହର ସଂଘର୍ଷ ଜାରି ରହିଛି । ଗର୍ଭବତୀଙ୍କ ଟିକାକରଣ ନେଇ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି । ତୃତୀୟ ଲହର ଶିଶୁଙ୍କୁ ଅଧିକ ସଂକ୍ରମିତ କରିବା ନେଇ ଆଶଙ୍କା କରାଯାଉଥିବା ବେଳେ ଗର୍ଭବତୀଙ୍କୁ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା