Masthead

ସିବିଏସଇ ଦ୍ୱାଦଶ ପରୀକ୍ଷାର ସୁପ୍ରିମକୋର୍ଟରେ ଶୁଣାଣି ଜୁନ ୩ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିବିଏସଇ ୨୦୨୧ ଦ୍ୱାଦର୍ଶ ବୋର୍ଡ଼ ପରୀକ୍ଷା ପାଇଁ ଆଜିର ଶୁଣାଣି ସ୍ଥଗିତ । ଜୁନ ୩ତାରିଖ ପର୍ଯ୍ୟନ୍ତ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ । ଏନେଇ କେନ୍ଦ୍ର ସରକାର ଦୁଇ ଦିନ ମଧ୍ୟରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିବେ ତେଣୁ ଗୁରୁବାର ପର୍ଯ୍ୟନ୍ତ ସମୟ ମାଗି ତା’ପରେ ଶୁଣାଣି ତାରିଖ ଧାର୍ଯ୍ୟ କରିବେ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଥିଲେ । ଏହାପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।

ସିବିଏସଇ ଓ ଆଇସିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ବିଷୟରେ ସରକାରଙ୍କ ନିଷ୍ପତ୍ତି ଜାଣିବା ପରେ ଜୁନ ୩ ତାରିଖରେ ଏନେଇ ଶୁଣାଣି କରିବେ ସୁପ୍ରିମକୋର୍ଟ । ତେବେ ଜୁଲାଇ ମାସରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା କରାଇବାକୁ ସରକାର ନିଷ୍ପତ୍ତି ନେଇଥିଲେ । କିନ୍ତୁ ମହାମାରୀର ଦ୍ୱିତୀୟ ଲହର ପାଇଁ ଏହାକୁ ସ୍ଥଗିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ