ଜୁଲାଇ ୨୨ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି। ଏଣୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆସନ୍ତା ୨୨ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆସନ୍ତା ୨୧ ତାରିଖ ରବିବାର ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ।

ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସେହିଦିନ ୧୧ଟା ବେଳେ ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ହେବ ବୋଲି ଜଣାପଡ଼ିଛି। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାକୁ ଯାଉଛି।ଏହି ଲମ୍ବା ଅଧିବେଶନରେ ଗୃହ କାର୍ୟ୍ୟ ଯେଭଳି ସ୍ୱାଭାବିକ ଭାବେ ଚାଲିପାରିବ, ସେଥିପାଇଁ ବାଚସ୍ପତି ସଭିଙ୍କ ସହଯୋଗ ଲୋଡ଼ିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’