Masthead

୩୭୮ ଓଏଏସ୍ ଅଧିକାରୀଙ୍କ ନିଯୁକ୍ତି ବୈଧ କଲେ ହାଇକୋର୍ଟ

(ବଡ଼ ଖବର ବ୍ୟୁରୋ):  ଆଶ୍ୱସ୍ତି ପାଇଛନ୍ତି ରାଜ୍ୟର ୩୭୮ ଜଣ ଓଏଏସ । ସେମାନଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି ହାଇକୋର୍ଟ । ୨୦୦୬ ମସିହାରେ ଏହି ୩୭୮ ଜଣ ଓଏଏସ୍ ଭାବେ ନିଯୁକ୍ତି ପାଇଥିଲେ । ତେବେ ସେମାନଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଚ କରିଥିଲେ ଚୂଡାନ୍ତ ପରୀକ୍ଷାରେ ସଫଳ ହୋଇ ପାରିନଥିବା କିଛି ପ୍ରାର୍ଥୀ ।

ତେବେ ଏହି ପ୍ରାର୍ଥୀମାନଙ୍କ ଆବେଦନ ଉପରେ ବିଚାର କରି ସ୍ୟାଟ ସମସ୍ତ ୩୭୮ ଜଣ ଯାକ ଓଏଏସ୍ ଅଧିକାରୀଙ୍କ ନିଯୁକ୍ତିକୁ ରଦ୍ଧ କରି ଦେଇଥିଲେ । ସ୍ୟାଟଙ୍କ ଏହି ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଚ କରାଯାଇଥିଲା । ପରେ ଏହି ମାମଲାର ଚୂଡାନ୍ତ ଶୁଣାଣି କରି ଏହି ୩୭୮ ଜଣ ଓଏଏସଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି ହାଇକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା