Masthead

୫ରୁ ଖୋଲିବ ହାଇକୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ରୁ ଖୋଲିବ ହାଇକୋର୍ଟ । ୫ରୁ କୋଭିଡ କଟକଣା ଭିତରେ ଚାଲିବ ହାଇକୋର୍ଟ । ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ କଟକଣା କୋହଳ ହୋଇଛି । ଏହାକୁ ଆଖି ଆଗରେ ରଖି ଆସନ୍ତା ୫ରୁ ୧୭ ପର୍ଯ୍ୟନ୍ତ କଟକଣା ଭିତରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ହୋଇଛି ।

ଏହି ସମୟ ମଧ୍ୟରେ ଗୋଟିଏ ଡିଭିଜନ୍ ବେଞ୍ଚ ଓ ୭ଟି ସିଙ୍ଗଲ ବେଞ୍ଚ ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟ କରିବ । ଏହା ଦିନ ସାଢେ ଦଶଟାରୁ ଚାଲିବ । କର୍ମଚାରୀମାନେ ନିଜର ପରିଚୟପତ୍ର ସହ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀଙ୍କ ବ୍ୟତୀତ ଅନ୍ୟ କେହି ହାଇକୋର୍ଟ ଭିତରକୁ ପ୍ରବେଶ କରିପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର