Masthead

ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କଲେ ହାଇସ୍କୁଲ କମିଟି ସଭାପତି

ବଙ୍ଗମୁଣ୍ଡା(ବଡ଼ ଖବର ବ୍ୟୁରୋ): ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କଲେ ହାଇସ୍କୁଲ କମିଟି ସଭାପତି । ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ବୁରୋମାଲ ଗ୍ରାମର ହାଇସ୍କୁଲ କମିଟି ସଭାପତି ବିଦ୍ୟାଳୟରେ ଅଧ୍ୟୟନରତ ୪ ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କରି ଦେଇଥିବା ଥାନାରେ ଅଭିଯୋଗ ହୋଇଥିଲା ।

ପୁଲିସ ମାମଲାର ତଦନ୍ତ କରି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସଦାନନ୍ଦ ବନଛୋର(୩୫)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ପରିଚାଳନା କମିଟିର ସଭାପତି ସଦାନନ୍ଦ ବନଛୋର ବିଦ୍ୟାଳୟକୁ ଯାଇ ଅକାରଣରେ ତାଲା ପକାଇଦେଇଥିବା ଅଭିଭାବକ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ