ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ୬୦୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୩୫୨୨ ରହିଥିବାବେଳେ ଲୋକାଲ କେସ ୨୫୫୧ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି ବଲାଙ୍ଗିର ଜିଲ୍ଲା । ବଲାଙ୍ଗିରରୁ ୪୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡିରୁ ୨୭୭, କଟକରୁ ୧୯୮, ଝାରସୁଗୁଡ଼ାରୁ ୩୫୯, ସୁନ୍ଦରଗଡ଼ରୁ ୪୩୪, ଗଞ୍ଜାମରୁ ୩୨୩, ଯାଜପୁରରୁ ୨୩୭ , ସମ୍ବଲପୁରରୁ ୨୨୬, ନବରଙ୍ଗପୁରରୁ ୨୨୧, ବରଗଡରୁ ୨୦୩ , ଷ୍ଟେଟପୁଲରୁ ୨୦୧, ଅନୁଗୁଳରୁ ୧୮୭, ମୟୁରଭଞ୍ଜରୁ ୧୮୦, କେନ୍ଦୁଝରରୁ ୧୬୬, ପୁରୀରୁ ୧୪୫, ବାଲେଶ୍ୱରରୁ ୧୩୭, ସୋନପୁରରୁ ୧୨୯, ରାୟଗଡ଼ାରୁ ୧୧୭, ବଲାଙ୍ଗିରରୁ ୯୮, ଜଗତସିଂହପୁରରୁ ୯୩, ନୟାଗଡ଼ରୁ ୯୧, ଭଦ୍ରକରୁ ୮୭ , ଗଜପତିରୁ ୮୧, ବୌଦ୍ଧରୁ ୭୦, କୋରାପୁଟରୁ ୬୯, ଦେଓଗଡ଼ ଓ କେନ୍ଦ୍ରାପଡ଼ାରୁ ୩୮, କନ୍ଧମାଳରୁ ୩୫ , କନ୍ଧମାଳରୁ ୩୫, ଢେଙ୍କାନାଳରୁ ୨୦ ରହିଛନ୍ତି ।

ମୋଟ ପଜିଟିଭ ସଂଖ୍ୟା ୪ ଲକ୍ଷ ୧୪ ହଜାର ୫୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୬୨ ହଜାର ୯୩୧ । ଆକ୍ଟିଭ କେସ ୪୯ ହଜାର ୭୫ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ