Masthead

ରାଉରକେଲାରେ ଉଡିବ ରାଜ୍ୟର ଉଚ୍ଚତମ ଜାତୀୟ ପତାକା

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲା ସହରରେ ଉଡିବ ରାଜ୍ୟର ଉଚ୍ଚତମ ଜାତୀୟ ପତାକା । ଇସ୍ପାତ ସହର ରଚିବ ଇତିହାସ । ଏନେଇ ରାଉରକେଲା ଇସ୍ପାତ କାରଖାନା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି । ଟେଲିଫୋନ ଭବନ ପଡିଆରେ ଏକ ଉଦ୍ୟାନ ପ୍ରସ୍ତୁତ କରାଯାଇ ୭୦ ମିଟର ଉଚ୍ଚତା ବିଶିଷ୍ଟ ଫ୍ଲାଗ ପୋଲ ସ୍ଥାପନ କରାଯାଇଛି । ୭୨ ଫୁଟ ଲମ୍ବା, ୪୮ ଫୁଟ ଉଚ୍ଚତା ବିଶିଷ୍ଟ ତ୍ରିରଙ୍ଗା ପତାକା ବି ପହଞ୍ଚିସାରିଛି । ଉଦ୍ୟାନ ଭିତରେ ସ୍ୱାଧିନତା ସଂଗ୍ରାମୀ ଓ ମହାପୁରୁଷଙ୍କ ଗାଥା ବହନ କରୁଥିବା ସ୍ମାରକୀ ସ୍ଥାପନ କରାଯାଇଛି । ସାଧାରଣତନ୍ତ୍ର ଦିବସରେ ଏହି ବିଶାଳକାୟ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ