Masthead

ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର

ଲାଞ୍ଜିଗଡ(ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର । ଲାଞ୍ଜିଗଡ ବ୍ଲକରେ ରେ ଗତ ତିନିଦିନ ହେଲା ଲାଗି ରହିଛି ଲଗାଣ ବର୍ଷା, ଫଳରେ ମାଟି ଘରେ ରହୁଥିବା ଲୋକଙ୍କ ଚିନ୍ତା ବଢ଼ିଛି । ଗତ ରାତିରେ ପ୍ରବଳ ବର୍ଷା ହେବା ଫଳରେ ବିଶ୍ୱନାଥପୁର ଗ୍ରାମପଞ୍ଚାୟତ ର ଡ଼ୁମେରମୁଣ୍ଡା ଗ୍ରାମର ରେ ମାଟି ଘରେ ଶୋଇଥିବା ବେଳେ ଘର ଭୁଶୁଡି ପଡିବାରୁ ଋଷିମଣୀ ସାହୁ ନାମକ (୫୦)ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ହୋଇଛି । ଏବଂ ବ୍ଲକର ବିଭିନ୍ନ ଗ୍ରାମରେ ଘର, ଗୁହାଳ ଭାଙ୍ଗିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି