ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର

ଲାଞ୍ଜିଗଡ(ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର । ଲାଞ୍ଜିଗଡ ବ୍ଲକରେ ରେ ଗତ ତିନିଦିନ ହେଲା ଲାଗି ରହିଛି ଲଗାଣ ବର୍ଷା, ଫଳରେ ମାଟି ଘରେ ରହୁଥିବା ଲୋକଙ୍କ ଚିନ୍ତା ବଢ଼ିଛି । ଗତ ରାତିରେ ପ୍ରବଳ ବର୍ଷା ହେବା ଫଳରେ ବିଶ୍ୱନାଥପୁର ଗ୍ରାମପଞ୍ଚାୟତ ର ଡ଼ୁମେରମୁଣ୍ଡା ଗ୍ରାମର ରେ ମାଟି ଘରେ ଶୋଇଥିବା ବେଳେ ଘର ଭୁଶୁଡି ପଡିବାରୁ ଋଷିମଣୀ ସାହୁ ନାମକ (୫୦)ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ହୋଇଛି । ଏବଂ ବ୍ଲକର ବିଭିନ୍ନ ଗ୍ରାମରେ ଘର, ଗୁହାଳ ଭାଙ୍ଗିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ