Masthead

ଲଗାଣ ବର୍ଷାରେ ଭାଙ୍ଗିଗଲା ଘର

ଭଦ୍ରକ(ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ଗାଁରେ ପଶିଲା ନଦୀ ପାଣି । ଭାଙ୍ଗିଗଲା ଘର । ବନ୍ତ ବ୍ଲକ୍ ରାମଚନ୍ଦ୍ରପୁର ଗାଁରେ କପାଳୀ ନଦୀର ପାଣି ପଶିବା ଯୋଗୁଁ ପୁରା ଗାଁ ଜଳମଗ୍ନ । ଗାଁର ସୁବାଷ ଯେନାଙ୍କ ଘର ସମ୍ପୂର୍ଣ୍ଣ ଭାବେ ପାଣିରେ ମିଶି ଯାଇଛି । ଘରେ ରହି ଯାଇଥିବା ସମସ୍ତ ଆସବାବ ପତ୍ର ମଧ୍ୟ ନଷ୍ଟ ହୋଇ ଯାଇଛି । ଏବେ ସୁବାଷ ଓ ତାଙ୍କର ପରିବାର କେଉଁଠି ରହିବେ ଓ କିପରି ଚଳିବେ ସେନେଇ ସରକାରଙ୍କ ସହାୟତା ଲୋଡ଼ିଛନ୍ତି ସଂପୂର୍ଣ୍ଣ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା