Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଚତୁର୍ଥ ଦିନ । ପୁଣି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ।  ଗୃହରେ ଆଜି ମଧ୍ୟ ସମାନ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା ହୋଇଥିଲା । ବାରମ୍ବାର ଗୃହ ମୁଲତବି ପରେ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ଆଲୋଚନା ପୂର୍ବରୁ କଂଗ୍ରେସ ଉଠାଇଲେ ମଣ୍ଡି ପ୍ରସଙ୍ଗ ।

କିନ୍ତୁ ପ୍ରଥମେ କ୍ଷମା ପାର୍ଥନା ପ୍ରସଙ୍ଗ ଆଲୋଚନା ପାଇଁ ବାଚସ୍ପତି ଦେଇଥିଲେ ମତ । ଏହାକୁ ନେଇ ବୈଠକ ବର୍ଜନ କରିଛନ୍ତି କଂଗ୍ରେସ । ସ୍ୱାଭାବିକ ହେଉନି ବିଧାନସଭା ।   ବିଧାନସଭାରେ ସେହି ସମାନ ପ୍ରସଙ୍ଗକୁ ଗତ ୩ ଦିନ ହେବ ଅଚଳାବସ୍ଥା ଜାରି ରହିଥିଲା । ଆଉ ଆଜି ମଧ୍ୟ ସେହି ସମାନ ଚିତ୍ର ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା