Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଚତୁର୍ଥ ଦିନ । ପୁଣି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ।  ଗୃହରେ ଆଜି ମଧ୍ୟ ସମାନ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା ହୋଇଥିଲା । ବାରମ୍ବାର ଗୃହ ମୁଲତବି ପରେ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ଆଲୋଚନା ପୂର୍ବରୁ କଂଗ୍ରେସ ଉଠାଇଲେ ମଣ୍ଡି ପ୍ରସଙ୍ଗ ।

କିନ୍ତୁ ପ୍ରଥମେ କ୍ଷମା ପାର୍ଥନା ପ୍ରସଙ୍ଗ ଆଲୋଚନା ପାଇଁ ବାଚସ୍ପତି ଦେଇଥିଲେ ମତ । ଏହାକୁ ନେଇ ବୈଠକ ବର୍ଜନ କରିଛନ୍ତି କଂଗ୍ରେସ । ସ୍ୱାଭାବିକ ହେଉନି ବିଧାନସଭା ।   ବିଧାନସଭାରେ ସେହି ସମାନ ପ୍ରସଙ୍ଗକୁ ଗତ ୩ ଦିନ ହେବ ଅଚଳାବସ୍ଥା ଜାରି ରହିଥିଲା । ଆଉ ଆଜି ମଧ୍ୟ ସେହି ସମାନ ଚିତ୍ର ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ