Masthead

ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଚତୁର୍ଥ ଦିନରେ ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । ଶେରଗଡ ଘଟଣାକୁ ନେଇ ଗୃହ ହୋଇପାରେ ହୁଲୁସ୍ତୁଲ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ, ଇସ୍ପାତ ଓ ଖଣି,ବାଣିଜ୍ୟ, ଯୋଜନା ଓ ସଂଯୋଜନା, ସୂଚନା ଓ ଲୋକସମ୍ପର୍କ ଏବଂ ପରିବହନ ବିଭାଗର ରହିଛି ପ୍ରଶ୍ନକାଳ।

ଶୂନ୍ୟକାଳ ବିଭିନ୍ନ ସମସ୍ୟା ଉଠାଇ ପାରନ୍ତି ଉଭୟ ବିରୋଧୀ – ଶାସକ ସଦସ୍ୟ । ରାଜ୍ୟସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ ବିରୋଧୀ ଆଣି ପାରନ୍ତି ମୁଲତବୀ ପ୍ରସ୍ତାବ। ସେପଟେ ଆଜି ଗୃହରେ ଦ୍ୱିତୀୟ ଅଧାୟରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ରହିଛି ଖର୍ଚ୍ଚ ଦାବି ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ