Masthead

ତାରାତାରିଣୀ ମନ୍ଦିରରେ ଜଳିଗଲା ଘର

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଗଞ୍ଜାମ ଜିଲ୍ଲାର ଆରାଧ୍ୟ ଦେବୀ ପ୍ରସିଦ୍ଧ ମାଁ ତାରାତାରିଣୀ ମନ୍ଦିର ପରିସରରେ ଥିବା ଦୀପଦାନ ଗୃହରେ ନିଆଁ । ତିନୋଟି ଦୀପଦାନ ଗୃହରେ ନିଆଁ ଲାଗିଛି । ସେଥିମଧ୍ୟରୁ ଦୁଇଟି ଦୀପଦାନ ଗୃହ ସମ୍ପୁର୍ଣ୍ଣ ଜଳି ଯାଇଛି ନଷ୍ଟ ହୋଇଯାଇଛି । ନବରାତ୍ର ପୂଜା ଲାଗି ଶ୍ରଦ୍ଧାଳୁ ମହାଦୀପ ଜାଳି ଥିବାବେଳେ ଆକସ୍ମିକ ଭାବେ ନିଆଁ ଲାଗି ଯାଇଥିଲା ।

ଯାହା ଫଳରେ ନିଆଁ ଏତେ ମାତ୍ରାରେ ଲାଗିଥିଲା ଯେ ନିଆଁକୁ ଆୟତ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ତୁରନ୍ତ ଦମକଳ ବାହିନୀକୁ ଯୋଗାଯୋଗ କରାଯାଇଥିଲା । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।ଏହି ଘଟଣାରେ କୌଣସି ଶ୍ରଦ୍ଧାଳୁ ବା ଭକ୍ତ ମାନଙ୍କ କ୍ଷୟକ୍ଷତି ହୋଇ ନଥିବା ଜଣା ପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ