Masthead

୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଅଚଳାବସ୍ଥା ଦେଖାଦେଇଛି । ଗୃହ ଆରମ୍ଭରୁ ବିରୋଧୀ ଓ ଶାସକ ଦଳର ହଟ୍ଟଗୋଳ ପରେ ୧୧.୩୦ ଯାଏ ଗୃହ ମୁଲତବି କରିଥିଲେ ବାଚସ୍ପତି । ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ପୁଣି ହଟ୍ଟଗୋଳ ହେବାରୁ ଅପରାହ୍ଣ ୪ଟା ଯାଏ ଗୃହକୁ ମୁଲତବି କରାଯାଇଛି । ସେପଟେ ଗୃହ ସୁପରିଚାଳନା ନିମନ୍ତେ କାର୍ଯ୍ୟ ପରାମର୍ଶ କମିଟି ବୈଠକ ଡାକିଛନ୍ତି ବାଚସ୍ପତି । ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଗୃହରେ ହଟ୍ଟଗୋଳ କରିଥିଲେ । ଏବଂ ସିବିଆଇ ଯାଞ୍ଚ ଦାବି କରିଛନ୍ତି । ଶାସକ ମଧ୍ୟ କେନ୍ଦ୍ର ଅବହେଳାକୁ ପ୍ରସଙ୍ଗ କରି ଗୃହରେ ହୋହଲ୍ଲା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ