Masthead

୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଅଚଳାବସ୍ଥା ଦେଖାଦେଇଛି । ଗୃହ ଆରମ୍ଭରୁ ବିରୋଧୀ ଓ ଶାସକ ଦଳର ହଟ୍ଟଗୋଳ ପରେ ୧୧.୩୦ ଯାଏ ଗୃହ ମୁଲତବି କରିଥିଲେ ବାଚସ୍ପତି । ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ପୁଣି ହଟ୍ଟଗୋଳ ହେବାରୁ ଅପରାହ୍ଣ ୪ଟା ଯାଏ ଗୃହକୁ ମୁଲତବି କରାଯାଇଛି । ସେପଟେ ଗୃହ ସୁପରିଚାଳନା ନିମନ୍ତେ କାର୍ଯ୍ୟ ପରାମର୍ଶ କମିଟି ବୈଠକ ଡାକିଛନ୍ତି ବାଚସ୍ପତି । ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଗୃହରେ ହଟ୍ଟଗୋଳ କରିଥିଲେ । ଏବଂ ସିବିଆଇ ଯାଞ୍ଚ ଦାବି କରିଛନ୍ତି । ଶାସକ ମଧ୍ୟ କେନ୍ଦ୍ର ଅବହେଳାକୁ ପ୍ରସଙ୍ଗ କରି ଗୃହରେ ହୋହଲ୍ଲା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ