Masthead

ମଦ ନିଶାରେ ପିଟିପିଟି ସ୍ତ୍ରୀକୁ ମାରିଲା ସ୍ୱାମୀ

ସୋର (ବଡ଼ ଖବର ବ୍ୟୁରୋ):  ମଦ ନିଶାରେ ପିଟିପିଟି ସ୍ତ୍ରୀକୁ ମାରିଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅଡା ପଞ୍ଚାୟତ ଛତ୍ରପୁରରେ । ବିଲ ମଝିରେ ପଡିଛି ମହିଳାଙ୍କ ମୃତଦେହ । ମୃତକ ହେଲେ କୁନି ସିଂ । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କୁନି ସିଂ ଓ ସ୍ବାମୀ ବୀର ସିଂ ନିକଟ କଳାଶୁଣି ଛକରେ ଥିବା ମଦ ଦୋକାନକୁ ମଦ ପିଇବା ପାଇଁ ଯାଇଥିଲେ ।

ଅତ୍ୟଧିକ ମଦ୍ୟପାନ ପରେ ଉଭୟଙ୍କ ମଧ୍ୟରେ ମାଡପିଟ ଓ ଝଗଡା ହୋଇଥିଲା । ଆଜି ସକାଳେ ବିଲ ମଝିରେ କୁନି ସିଂଙ୍କ ମୃତଦେହକୁ ଦେଖି ପୋଲିିସକୁ ଖବର ଦେଇଥିଲେ ଗ୍ରାମବାସୀ । ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅତ୍ୟଧିକ ମଦ୍ୟପାନ ହେତୁ ଝଗଡା ଓ ପରେ ଏଭଳି ଘଟଣା ଘଟିଥିବାର ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ