Masthead

ମଦ ନିଶାରେ ପିଟିପିଟି ସ୍ତ୍ରୀକୁ ମାରିଲା ସ୍ୱାମୀ

ସୋର (ବଡ଼ ଖବର ବ୍ୟୁରୋ):  ମଦ ନିଶାରେ ପିଟିପିଟି ସ୍ତ୍ରୀକୁ ମାରିଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅଡା ପଞ୍ଚାୟତ ଛତ୍ରପୁରରେ । ବିଲ ମଝିରେ ପଡିଛି ମହିଳାଙ୍କ ମୃତଦେହ । ମୃତକ ହେଲେ କୁନି ସିଂ । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କୁନି ସିଂ ଓ ସ୍ବାମୀ ବୀର ସିଂ ନିକଟ କଳାଶୁଣି ଛକରେ ଥିବା ମଦ ଦୋକାନକୁ ମଦ ପିଇବା ପାଇଁ ଯାଇଥିଲେ ।

ଅତ୍ୟଧିକ ମଦ୍ୟପାନ ପରେ ଉଭୟଙ୍କ ମଧ୍ୟରେ ମାଡପିଟ ଓ ଝଗଡା ହୋଇଥିଲା । ଆଜି ସକାଳେ ବିଲ ମଝିରେ କୁନି ସିଂଙ୍କ ମୃତଦେହକୁ ଦେଖି ପୋଲିିସକୁ ଖବର ଦେଇଥିଲେ ଗ୍ରାମବାସୀ । ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅତ୍ୟଧିକ ମଦ୍ୟପାନ ହେତୁ ଝଗଡା ଓ ପରେ ଏଭଳି ଘଟଣା ଘଟିଥିବାର ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା