Masthead

କାନ୍ଧରେ ସ୍ତ୍ରୀର ଶବ ବୋହିଲେ ସ୍ୱାମୀ

କୋରାପୁଟ(ବଡ଼ ଖବର ବ୍ୟୁରୋ): ଦାଦନର କରୁଣ ଚିତ୍ର । ସ୍ତ୍ରୀର ମୃତଦେହ ଧରି ଚାଲି ଚାଲି ଗଲେ ଭିଟାମାଟି । ଏଭଳି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ ଅମ୍ପାବାଲି ପଞ୍ଚାୟତର ସୋରଡା ଗାଁରେ । ଗାଁର ଗୋଟିଏ ଦମ୍ପତ୍ତି ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଯାଇଥିଲେ । ତିନିଦିନ ତଳେ ସ୍ତ୍ରୀର ସ୍ଵାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ସ୍ଥାନୀୟ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ କରାଇଥିଲେ ।

ଚିକିତ୍ସିତ ଅବସ୍ଥାରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ନିଜ ଭିଟାମାଟିକୁ ସ୍ତ୍ରୀର ମୃତଶରୀର ଆଣିବାକୁ ନଥିଲା ପାଖରେ ସମ୍ବଳ । ଶେଷରେ ଅନ୍ୟ ଉପାୟ ନପାଇ ନିଜ କାନ୍ଧରେ ବୋହି ଚାଲି ଚାଲି ବାହାରିଥିଲେ ନିଜ ଭିଟାମାଟିକୁ । ପରେ ଆନ୍ଧ୍ର ପ୍ରଦେଶର ବିଜୟନଗରମ ନିକଟରେ ପୋଲିସ ଦେଖି ଅଟକାଇବା ପରେ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ । ଆମ୍ବୁଲାନ୍ସ ଯୋଗାଡ଼ କରି ସୋରଡ଼ା ଗ୍ରାମକୁ ପଠାଇବା ବ୍ୟବସ୍ଥା କରିଥିଲେ ଆନ୍ଧ୍ର ପୋଲିସ । ସେପଟେ ଏନେଇ ସୁଙ୍କି ଓ ପଟାଙ୍ଗି ପୋଲିସ ପାଖରେ ଏସର୍ମ୍ପରେ ଖବର ନଥିବା କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା