Masthead

ଘର ଭିତରେ ସ୍ତ୍ରୀର ମୃତଦେହ, ବିଲରେ ଝୁଲୁଛି ସ୍ୱାମୀର ମୃତଦେହ

ଧାମନଗର  (ବଡ଼ ଖବର ବ୍ୟୁରୋ):  ଘର ଭିତରେ ସ୍ତ୍ରୀ ମୃତଦେହ । ଗାଁ ବିଲେରେ ଗଛରେ ଝୁଲୁଛି ସ୍ୱାମୀର ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ଧାମନଗର ଥାନା ନକଟ ମୋଲନା ସାହିରେ । ସ୍ତ୍ରୀର ବେକ କାଟି ହତ୍ୟା ପରେ ସ୍ୱାମୀର କରିଛି ଆତ୍ମହତ୍ୟା । ଭାସ୍କର ସାମଲ ନିଜ ସ୍ତ୍ରୀକୁ ଏକ ଧାରୁଆ କଟୁରିରେ ହତ୍ୟା ପରେ ନିଜ ଘରଠାରୁ କିଛି ଦୂରରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା