Masthead

ସ୍ତ୍ରୀ ର ପ୍ରେମିକକୁ ଗୁଳି କଲା ସ୍ୱାମୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସ୍ତ୍ରୀ ର ପ୍ରେମିକକୁ ଗୁଳି କଲା ସ୍ୱାମୀ । ସମ୍ବଲପୁର ରେଢାଖୋଲ ବଡ଼ନୂଆପଡ଼ା ସ୍ଥିତ ଖେତୀନଳି ଗାଁରେ ଏହି ଗୁଳିକାଣ୍ଡ ଘଟିଛି । ଗୁରୁତର ଅବସ୍ଥାରେ ଆହତଙ୍କୁ ପ୍ରଥମେ ବୁର୍ଲା ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି । ଘଟଣା ପରେ ସ୍ୱାମୀ ଫେରାର ହୋଇଯାଇଛି । ସୂଚନା ମୁତାବକ ୨ ମର୍ଷ ତଳେ ଘର ଛାଡି ପ୍ରେମିକଙ୍କ ସହ ରହୁଥିଲେ ମହିଳା । ଗିକାଲି ମହିଳା ଜଣକ ପ୍ରେମିକ ସହ ଗାଁକୁ ଆସିଥିବାବେଳେ ଗୁଳି ମାରି ସ୍ୱାମୀ ଫେରାର ହୋଇଯାଇଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ