Masthead

ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ । କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍ସାମିନେସନ (ସିଆଇଏସ୍‌ସିଇ) ଦ୍ବାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ ଶନିବାର ଅପରାହ୍ନ ୩ ଟାରେ ପାଇବ ।

ଛାତ୍ରଛାତ୍ରୀ ବୋର୍ଡ ୱେବସାଇଟ୍‌ www.cisce.orgwww.results.cisce.org ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ନିଜର ରେଜଲ୍ଟ ଜାଣିପାରିବେ। ଏଥିସହ ସ୍କୁଲଗୁଡ଼ିକ ବୋର୍ଡର କ୍ୟାରିଅର ପୋର୍ଟାଲକୁ ବ୍ୟବହାର କରି ପରୀକ୍ଷାଫଳ ପାଇପାରିବେ ବୋଲି ବୋର୍ଡ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି। ସିଆଇଏସ୍‌ସିଇ ଅଧୀନରେ ରାଜ୍ୟର ୯୬ଟି ବିଦ୍ୟାଳୟ ରହିଛି। ଯେଉଁଥିରେ ଉଭୟ ଶ୍ରେଣୀର ପାଖାପାଖି ୧୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ