Masthead

ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ । କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍ସାମିନେସନ (ସିଆଇଏସ୍‌ସିଇ) ଦ୍ବାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ ଶନିବାର ଅପରାହ୍ନ ୩ ଟାରେ ପାଇବ ।

ଛାତ୍ରଛାତ୍ରୀ ବୋର୍ଡ ୱେବସାଇଟ୍‌ www.cisce.orgwww.results.cisce.org ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ନିଜର ରେଜଲ୍ଟ ଜାଣିପାରିବେ। ଏଥିସହ ସ୍କୁଲଗୁଡ଼ିକ ବୋର୍ଡର କ୍ୟାରିଅର ପୋର୍ଟାଲକୁ ବ୍ୟବହାର କରି ପରୀକ୍ଷାଫଳ ପାଇପାରିବେ ବୋଲି ବୋର୍ଡ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି। ସିଆଇଏସ୍‌ସିଇ ଅଧୀନରେ ରାଜ୍ୟର ୯୬ଟି ବିଦ୍ୟାଳୟ ରହିଛି। ଯେଉଁଥିରେ ଉଭୟ ଶ୍ରେଣୀର ପାଖାପାଖି ୧୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ