Masthead

ସାତଭାୟା ବଗପାଟିଆରେ ହେବ ଆଦର୍ଶ କଲୋନୀ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ । ୫ଟି ସଚିବଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ୟ୍ୟାୟରେ ମଞ୍ଜୁର କଲେ ୨୨ କୋଟି ଟଙ୍କା । ୫ଟି ଉପକ୍ରମରେ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ । ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ଜମି ମଧ୍ୟ ଦିଆଯିବ । ଜଳବାୟୁ ପରିବର୍ତ୍ତନ ପ୍ରଭାବିତ ଲୋକଙ୍କ ପାଇଁ ଦେଶର ପ୍ରଥମ ଥଇଥାନ କଲୋନୀ ହେବ ବଗପାଟିଆ । ପଞ୍ଚୁ ବାରାହୀ ପୀଠକୁ ଆକର୍ଷଣୀୟ ପର୍ୟ୍ୟଟନ ସ୍ଥଳ କରାଯିବ ବୋଲି ସରକାରୀ ଭାବେ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ