Masthead

୧୩ ଦଫା ଦାବି ନେଇ ପାଚିକା ସଙ୍ଘଙ୍କ ଧାରଣା

ନୀଳଗିରି (ବଡ଼ ଖବର ବ୍ୟୁରୋ): ୧୩ ଦଫା ଦାବି ନେଇ ପାଚିକା ସଂଘ ପକ୍ଷରୁ ନୀଳଗିରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ ଶିକ୍ଷା ଅଧିକାରୀଙ୍କୁ ପାଚିକାମାନେ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କୁ ଅବହେଳିତ କରାଯାଉଛି, ପୂର୍ବ ସରକାର ତାଙ୍କ କଥା ଶୁଣି ନଥିବା ବେଳେ ନୂଆ ସରକାରଙ୍କ ଉଦେ୍ଦଶ୍ୟରେ ଶିକ୍ଷା ଅଧିକାରୀଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ।

ତାଙ୍କ ଦାବି ଗୁଡିକ ମଧ୍ୟରେ ଦରମା ବୃଦ୍ଧି, ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀର ମାନ୍ୟତା, ୧୦ ମାସ ବଦଳରେ ୧୨ ମାସର ଦରମା, ସର୍ବନିମ୍ନ ମଜୁରୀ, ବର୍ଷକରେ ତିରିଶ ଦିନ ଛୁଟି, ପ୍ରସୂତୀ କାଳୀନ ଛୁଟି, ଅବସର ପରେ ଦୁଇଲକ୍ଷ ଟଙ୍କା ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ