Masthead

୧୩ ଦଫା ଦାବି ନେଇ ପାଚିକା ସଙ୍ଘଙ୍କ ଧାରଣା

ନୀଳଗିରି (ବଡ଼ ଖବର ବ୍ୟୁରୋ): ୧୩ ଦଫା ଦାବି ନେଇ ପାଚିକା ସଂଘ ପକ୍ଷରୁ ନୀଳଗିରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ ଶିକ୍ଷା ଅଧିକାରୀଙ୍କୁ ପାଚିକାମାନେ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କୁ ଅବହେଳିତ କରାଯାଉଛି, ପୂର୍ବ ସରକାର ତାଙ୍କ କଥା ଶୁଣି ନଥିବା ବେଳେ ନୂଆ ସରକାରଙ୍କ ଉଦେ୍ଦଶ୍ୟରେ ଶିକ୍ଷା ଅଧିକାରୀଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ।

ତାଙ୍କ ଦାବି ଗୁଡିକ ମଧ୍ୟରେ ଦରମା ବୃଦ୍ଧି, ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀର ମାନ୍ୟତା, ୧୦ ମାସ ବଦଳରେ ୧୨ ମାସର ଦରମା, ସର୍ବନିମ୍ନ ମଜୁରୀ, ବର୍ଷକରେ ତିରିଶ ଦିନ ଛୁଟି, ପ୍ରସୂତୀ କାଳୀନ ଛୁଟି, ଅବସର ପରେ ଦୁଇଲକ୍ଷ ଟଙ୍କା ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା