Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମଂଜୁରୀ ଲାଗିଛି ସେ ନେଇ ଏକ ସ୍ୱତନ୍ତ୍ର ପ୍ରେସମିଟ୍ ଆୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ